• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ରାତ୍ରି ୦୭.୫୧ ଗତେ ବିଛା, ତିଥି- ୧୦ମୀ ରାତ୍ରୀ ୦୮.୩୪ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୧୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 16 Jul 2024

କୃତିକା- ସ୍ୱାସ୍ଥ୍ୟ ବହୁତ ଭଲ ରହିବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ ।

ରୋହିଣୀ- ଅନ୍ୟମନସ୍କ ରହି ବିଭିନ୍ନ ସମସ୍ୟାକୁ ଡାକି ଆଣି ପାରନ୍ତି । କୌଣସି ହୃଦୟବାନ୍ ବ୍ୟକ୍ତିଙ୍କ ସହାୟତାରରୁ କାର୍ଯ୍ୟ ସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ । କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ମୃଗଶିରା- ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଧର୍ମ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :