• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ରାତ୍ରି ୦୭.୫୧ ଗତେ ବିଛା, ତିଥି- ୧୦ମୀ ରାତ୍ରୀ ୦୮.୩୪ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୧୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 16 Jul 2024

ମୃଗଶିରା- ପରିବାରରେ ଲାଗିରହିଥିବା ଅଶାନ୍ତି ଦୂର ହେବ । ଅଫିସ୍ରେ ଅଧିକ ସମୟ କାମ କରି ଅସୁସ୍ଥାତା ଅନୁଭବ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।

ଆଦ୍ରା- ରାଜନେତାଙ୍କ ଲାଗି ଭଲ ଦିନଟିଏ । ଅଫିସ କାମ ସଂପୂଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ । ପାଖ ଲୋକଙ୍କ ଠାରୁ ଖୁସି ଖବର ପାଇବେ ।ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ

ପୁନର୍ବସୁ- ମହିଳା ମାନଙ୍କ ଭାଗ୍ୟ ଉଜ୍ଜ୍ୱଳ ହେବ । ବିରୋଧିମାନେ ଆପଣଙ୍କ ସମ୍ମୁଖକୁ ଆସିବା ପାଇଁ ଭୟକରିବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :