• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ରାତ୍ରି ୦୭.୫୧ ଗତେ ବିଛା, ତିଥି- ୧୦ମୀ ରାତ୍ରୀ ୦୮.୩୪ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୧୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 16 Jul 2024

ବିଶାଖା- ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ । ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ ।

ଅନୁରାଧା- ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।

ଜ୍ୟେଷ୍ଠା- ଯାନବାହାନ କିଣିବାର ଅବସର ମିଳିବ । ଧର୍ମ କାର୍ଯ୍ୟରେ ଆସ୍ଥା ବଢିବ । ଅଟକି ରହିଥିବା କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତି ନେଇପାରନ୍ତି ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :