• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ତୁଳା ରାତ୍ରି ୦୭.୫୧ ଗତେ ବିଛା, ତିଥି- ୧୦ମୀ ରାତ୍ରୀ ୦୮.୩୪ ଗତେ ୧୧ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୨.୧୨ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 16 Jul 2024

ମୂଳା- ପାରିବାରିକ କ୍ଷେତ୍ରକୁ କିଛି ମାତ୍ରାରେ ପ୍ରଭାବିତ କରିବେ। ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି। କାର‌୍ୟ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ

ପୂ,ଷାଢା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହୀ ହେବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ କ୍ରୋଧର ଶିକାର ହୋଇ ପାରନ୍ତି ।

ଉ,ଷାଢା- ନୂତନ ଜମିବାଡି ଓ ଯାନବାହନ କିଣିବାର ସୁଯୋଗ ପାଇପାରନ୍ତି । କୋର୍ଟ କଚେରୀରେ ଅଧିକ ଖର୍ଚ୍ଚାନ୍ତ ହେବେ । ନିଜ ପାଇଁ ସମୟ ମିଳିପାରିବ ନାହିଁ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :