• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Aries

ମେଷ

Friday 16 Jun 2023

ଅଶ୍ୱନୀ – ଶାରୀରିକ କ୍ଲାନ୍ତି ଦୂର ହେବ । କାର‌୍ୟ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ 

ଦ୍ୱିଜା – ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ଲେଖାପଢାରେ ଧନ ଅର୍ଜନ କରିବେ । ଚାକିରି କ୍ଷେତ୍ରରେ କୂଟନିତୀ ପଦାରେ ପଡି ଯିବାର ଭୟ ରହିଛି

କୃତିକା – ଆୟନୀ , ଅଦାଲତରେ ଜଡିତ ରହିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :