• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Taurus

ବୃଷ

Friday 16 Jun 2023

କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାର‌୍ୟ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ

ରୋହିଣୀ – ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ

ମୃଗଶିରା – ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :