ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ
ଧନିଷ୍ଠା – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଶତଭିଷା – କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ
ପୂ , ଭାଦ୍ରପଦ – ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮