• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Pisces

ମୀନ

Friday 16 Jun 2023

ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ

ଉ , ଭଦ୍ରପଦ - ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ

ରେବତୀ – କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :