• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Gemini

ମିଥୁନ

Friday 16 Jun 2023

ମୃଗଶିରା - ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି

ଆଦ୍ରା – ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ

ପୁନର୍ବସୁ - ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :