• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Cancer

କର୍କଟ

Friday 16 Jun 2023

ପୁନର୍ବସୁ - ଦେହ ଖରାପରୁ ଉପଶମ ମିଳିବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ ।

ପୁଷ୍ୟା – ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । କାହାର ପ୍ରରୋଚନାରେ ପଡନ୍ତୁ ନାହିଁ ।

ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :