• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Leo

ସିଂହ

Friday 16 Jun 2023

ମଘା – ପରିବାରରେ ସୁଖଶାନ୍ତି ଫେରିଆସିବ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ,ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ

ପୂ , ଫାଲଗୁନୀ - କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ

ଉ ,ଫାଲଗୁନୀ –ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ ।

ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :