• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Virgo

କନ୍ୟା

Friday 16 Jun 2023

ଉ , ଫାଲଗୁନୀ – ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ

ହସ୍ତା - ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ

ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :