• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Libra

ତୁଳା

Friday 16 Jun 2023

ଚିତ୍ରା – ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି

ସ୍ୱାତୀ –ନୂତନ ଯୋନଜାକୁ କାର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ବନ୍ଧୁଙ୍କ ସହ ସମ୍ବନ୍ଧରେ ସୁଧାର ଆସିବ

ବିଶାଖା – ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :