• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2023: ଏହି ରାଶିର ବ୍ୟକ୍ତି ଆଜି ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୮.୪୦ ଗତେ ୧୪ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୩.୦୭ ପର୍ଯ୍ୟନ୍ତ

Scorpio

ବିଛା

Friday 16 Jun 2023

ବିଶାଖା – ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ

ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ

ଜ୍ୟେଷ୍ଠା – କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :