• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 16 Jun 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ

ଦ୍ୱିଜା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

କୃତିକା- ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :