• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 16 Jun 2024

କୃତିକା- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଦାମ୍ପତ୍ୟ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତନ ହୋଇପାରେ ।

ରୋହିଣୀ- ପ୍ରେମ କ୍ଷେତ୍ରରେ ଅସଫଳତା ଦେଖା ଦେଇପାରେ । ଅଫିସରେ ଭାବିଥିବା କାମ ନିର୍ଦ୍ଧାରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ

ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ମହିଳା ମାନେ ଜିନିଷ କିଣିବାରେ ମନ ନିବେଶ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :