• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 16 Jun 2024

ଧନିଷ୍ଠା- ସ୍ୱାସ୍ଥ୍ୟରେ ଗୁରୁତ୍ୱ ପୂର୍ଣ୍ଣ ପରିବର୍ତନ ହୋଇପାରେ । ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣିବେ

ଶତଭିଷା- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରମାନଙ୍କ ସ୍ୱପ୍ନ ପୂରଣ ହେବ । ମହିଳା ମାନେ ଗପସପରେ ସମୟ ବିତାଇବେ ।

ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :