• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 16 Jun 2024

ପୂ,ଭାଦ୍ରପଦ- ନୂତନ ବ୍ୟବସାୟ କରିବାର ଆଶା ମିଳିବ ।ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ । ପୂର୍ବରୁ କରିଥିବା ଋଣ ପରିଶୋଧ କରିବେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ

ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିବ। ରାଜନିତିରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ

ରେବତୀ- କୋର୍ଟ ମାମଲାରେ ଶୁଭ ଖବର ମିଳିବ। ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :