• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Sunday 16 Jun 2024

ମୃଗଶିରା- ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।

ଆଦ୍ରା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ପୁନର୍ବସୁ- ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ ।ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :