• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Sunday 16 Jun 2024

ପୁନର୍ବସୁ- ବାଣିଜ୍ୟ - ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ । ପାରିବାରିକ ଜୀବନ ଅଭାବ ଅନଟନ ମଧ୍ୟରେ ଦେଖାଦେବ

ପୁଷ୍ୟା- ଚାକିରିରେ ପଦୋନ୍ନତିରେ ବିଳମ୍ବ ଘଟିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ଭଲ ଫଳ ପ୍ରଦର୍ଶନ କରିବେ । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ

ଅଶ୍ଲେଷା- ଅତ୍ୟଧିକ ପରିଶ୍ରମ ଦ୍ୱାରା ସଫଳତା ହାସଲ କରିବେ । ଆର୍ଥିକ ମାମଲାରେ କାହାରିକୁ ଭରସା କରନ୍ତୁ ନାହିଁ । ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :