• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Sunday 16 Jun 2024

ମଘା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ

ପୂ,ଫାଲଗୁନି- ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର‌୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।

ଉ,ଫାଲଗୁନି- ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ 

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :