• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 16 Jun 2024

ଚିତ୍ରା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ ।

ସ୍ୱାତୀ- ପରିବାରକୁ ଖୁସି କରିବା ପାଇଁ ବହୁତ ପରିଶ୍ରମ କରିବେ ଯାହା ଆପଣଙ୍କର ସମ୍ପର୍କ ବଢ଼ାଇବାରେ ସାହାଯ୍ୟ କରିବ । ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର‌୍ୟ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ ।

ବିଶାଖା-ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ ଜ୍ଝ ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :