• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 16 Jun 2024

ବିଶାଖା-ପୁରୁଣା ରୋଗରୁ ଉପସମ ମିଳିବ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ବ୍ୟବସାୟରେ ଫଳ ଉତମ ରହିବ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ଅନୁରାଧା- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଆପଣଙ୍କର ପ୍ରିୟବ୍ୟକ୍ତିଙ୍କୁ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ

ଜ୍ୟେଷ୍ଠା-ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :