• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Sunday 16 Jun 2024

ମୂଳା- ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ସୈାଖିନ ସାମଗ୍ରୀ ବ୍ୟବସାୟ , ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ । କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।

ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ରାଜନୈତିକ ସାହାର‌୍ୟ୍ୟର ସହଯୋଗ ମିଳିବ ।

ଉ,ଷାଢା- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :