• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୬ ରବିବାର,ଚନ୍ଦ୍ର- କନ୍ୟା ରାତ୍ରି ୧୨.୩୪ ଗତେ ତୁଳା,ତିଥି- ୧୦ମୀ ନିଶାନ୍ତ ୦୪.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୧୨.୩୪ ପର୍ଯ୍ୟନ୍ତ,ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 16 Jun 2024

ଉ,ଷାଢା- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ

ଶ୍ରବଣା- ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ମାନସିକ ପ୍ରଫୁଲତା ଓ ବିଳାସବ୍ୟସନରେ ରହିବେ । ବିଦେଶା ଗ୍ରସ୍ତ ହୋଇ ପାରନ୍ତି ।

ଧନିଷ୍ଠା- ନୂଆ ଘର ତିଆରି କରିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ । ମାତାପିତା ସନ୍ତାନ ମାନଙ୍କ ପାଇଁ ଗର୍ବିତ ହେବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :