ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ଧନିଷ୍ଠା- ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ
ଶତଭିଷା- ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ
ପୂ, ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାର୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮