• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Pisces

ମୀନ

Thursday 16 Mar 2023

ପୂ, ଭାଦ୍ରପଦ- ବନ୍ଧୁ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ

ଉ, ଭାଦ୍ରପଦ- ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ

ରେବତୀ- ଆପଣଙ୍କ କଳାତ୍ମକ ବଢିପାରେ । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବା ସହ ଜୀବନ ଆନନ୍ଦମୟ ହେବ

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :