• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Libra

ତୁଳା

Thursday 16 Mar 2023

ଚିତ୍ରା- ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ

ସ୍ୱାତୀ- ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ

ବିଶାଖା- ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସି୍ଥତମି ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ

ପ୍ରତିକାର – ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :