• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Capricorn

ମକର

Thursday 16 Mar 2023

ଉ, ଷାଢା- ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ

ଶ୍ରବଣା- କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତମ ଆୟର ପଥ ପରିଷ୍କାର କରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ

ଧନିଷ୍ଠା– କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :