ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର ଚନ୍ଦ୍ର – ଧନୁ ଅହୋରାତ୍ର ,ତିଥି – ୯ମୀ ଦିବା ୦୪.୩୯ ଗତେ ୧୦ମୀ,ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ – ନିଶାନ୍ତ ୦୪.୪୬ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ଅଶ୍ୱନୀ– ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାଶ୍ୱିକ ପରିସି୍ଥତି ଭଲ ରହିବାରୁ ଖୁସି ରହିବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି
କୃତିକା- ଆପଣଙ୍କ କାର୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ
ଦ୍ୱିଜା- କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ
ପ୍ରତିକାର- ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯