• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର- ବୃଷ ରାତ୍ରି ୦୪.୨୧ ଗତେ ମିଥୁନ,ତିôଥ- ୭ମୀ ରାତ୍ରି ୦୯.୩୮ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୪.୨୧ ଗତେ କନ୍ୟା ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୩୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Saturday 16 Mar 2024

ଅଶ୍ୱନୀ- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ

ଦ୍ୱିଜା- ଧର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ସଭାସମିତି ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ

କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ

ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :