ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର- ବୃଷ ରାତ୍ରି ୦୪.୨୧ ଗତେ ମିଥୁନ,ତିôଥ- ୭ମୀ ରାତ୍ରି ୦୯.୩୮ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୪.୨୧ ଗତେ କନ୍ୟା ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୩୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ
ସ୍ୱାତୀ- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ
ବିଶାଖା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬