• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର- ବୃଷ ରାତ୍ରି ୦୪.୨୧ ଗତେ ମିଥୁନ,ତିôଥ- ୭ମୀ ରାତ୍ରି ୦୯.୩୮ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୪.୨୧ ଗତେ କନ୍ୟା ରାଶିର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୯.୩୮ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Saturday 16 Mar 2024

ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ

ପୂ,ଷାଢା- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ ସବୁ ପରିସ୍ଥିତିକୁ ସମ୍ଭାଳି ନେବେ

ଉ,ଷାଢା- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :