• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । 

Taurus

ବୃଷ

Sunday 16 Mar 2025

କୃତିକା- ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ଗୋପନୀୟ କାର୍ଯ୍ୟ ନିର୍ବାହ କରି ଉଦ୍ୱିଘ୍ନ ହେବେ ।ରୋହିଣୀ- ବ୍ୟବସାୟରେ କ୍ଷତି ଘଟିବା ଯୋଗୁଁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ମୃଗଶିରା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ମହିଳାମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇପାରନ୍ତି ।

ପ୍ରତିକାର– ନାଲି ରଙ୍ଗର ଗାଈକୁ ଖାଇବାକୁ ଦିଅନ୍ତୁ 
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।