• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । 

Aquarius

କୁମ୍ଭ

Sunday 16 Mar 2025

ଧନିଷ୍ଠା- ସ୍ୱାର୍ଥପରତା ଯୋଗୁଁ ଅନେକ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତ୍ତବ୍ୟନିଷ୍ଠା ଯୋଗୁଁ ସମସ୍ତଙ୍କର ଆଦର ହେବେ । ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ପୂ,ଭାଦ୍ରପଦ- ଦୁଃସାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ଷଡଯନ୍ତ୍ରର ଶିକାର ହୋଇପାରନ୍ତି । ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ ।

ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।