• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । 

Gemini

ମିଥୁନ

Sunday 16 Mar 2025

ମୃଗଶିରା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ଆଦ୍ରା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ । ପୁନର୍ବସୁ- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖାଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।