• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । 

Leo

ସିଂହ

Sunday 16 Mar 2025

ମଘା- ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ  ରଖନ୍ତୁ ଫାଇଦା ହେବ । ପୂ,ଫାଲଗୁନି- ପାରିବାରରେ ସୁସ୍ଥ ବାତାବରଣ ଜାରି  ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।  ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।