• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । 

Virgo

କନ୍ୟା

Sunday 16 Mar 2025

ଉ,ଫଳଗୁନି- ଜୀବନସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ । ବିଦେଶରେ  କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ହସ୍ତା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତ୍ତିକୁ ହସ୍ତାନ୍ତର କରିପାରନ୍ତି । ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି । ଚିତ୍ରା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।


ପ୍ରତିକାର-  ତ୍ରିପୁରା ସୁନ୍ଦରୀଙ୍କର  ପୂଜାପାଠ କରନ୍ତୁ 
 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।