
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।
ଚିତ୍ରା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି । ସ୍ୱାତୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ବିଶାଖା- ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇପାରେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।