• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ । 

Scorpio

ବିଛା

Sunday 16 Mar 2025

ବିଶାଖା- ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।  ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ଅନୁରାଧା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁବର୍ଗଙ୍କ ସହିତ ସଂପର୍କ ମଜଭୁତ ରହିବ । ରାଜନୀତିରେ ବିରୋଧୀଙ୍କ ପ୍ରତି ସାବଧାନ ରୁହନ୍ତୁ । ଜ୍ୟେଷ୍ଠା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନିତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।