
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।
ମୂଳା- ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ପୂ,ଷାଢା- ଶିକ୍ଷାର୍ଥୀମାନେ ଆତ୍ମନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଉ,ଷାଢା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।