
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।
ଉ,ଷାଢା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପ୍ରଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ । ଶ୍ରବଣା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ବାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଧନିଷ୍ଠା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବି ଥିବା କୌଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।