ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।
ଅଶ୍ୱନୀ- ଆତ୍ମୀୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟାନ୍ୟ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ଦ୍ୱିଜା-ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । କୃତିକା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ମାନିତ ହୋଇପାରନ୍ତି । ମହିଳାମାନେ ପରିବାରରେ ଗୁରୁଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି ।
ପ୍ରତିକାର- କିଛି ପଶୁପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।