• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2023: ଏହି ରାଶିର ବ୍ୟକ୍ତି ଆଜି ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।

Aries

ମେଷ

Tuesday 16 May 2023

ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।

ଦ୍ୱିଜା- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।

କୃତିକା-ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଦେବୀମାତାଙ୍କ ଧ୍ୟାନରେ, ମନରେ ସକାରତ୍ମକ ଶକ୍ତି ସଂଚାର ହେବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :