• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2023: ଏହି ରାଶିର ବ୍ୟକ୍ତି ଆଜି ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।

Pisces

ମୀନ

Tuesday 16 May 2023

ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ

ଉ, ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ରେବତୀ- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :