• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2023: ଏହି ରାଶିର ବ୍ୟକ୍ତି ଆଜି ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।

Gemini

ମିଥୁନ

Tuesday 16 May 2023

ମୃଗଶିରା- ବ୍ୟବସାୟ ସହିତ ଜଡ଼ିତ ଲୋକଙ୍କ ପାଇଁ ଭଲ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ

ଆଦ୍ରା- ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ

ପୁନର୍ବସୁ- ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :