ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।
ମଘା- ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ୟ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ
ପୂ- ଫାଲ୍ଗୁନୀ- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ
ଉ- ଫାଲ୍ଗୁନୀ- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧