• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2023: ଏହି ରାଶିର ବ୍ୟକ୍ତି ଆଜି ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।

Virgo

କନ୍ୟା

Tuesday 16 May 2023

ଉ- ଫାଲ୍‌ଗୁନୀ- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ

ହସ୍ତା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ଚିତ୍ରା- କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :