• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2023: ଏହି ରାଶିର ବ୍ୟକ୍ତି ଆଜି ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।

Libra

ତୁଳା

Tuesday 16 May 2023

ଚିତ୍ରା- କାର‌୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ

ସ୍ୱାତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପାଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

ବିଶାଖା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :