• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th May 2023: ଏହି ରାଶିର ବ୍ୟକ୍ତି ଆଜି ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୧୧.୩୬ ଗତେ ୧ ପାଦ ।

Scorpio

ବିଛା

Tuesday 16 May 2023

ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ

ଅନୁରାଧା- ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ ।

ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :